ᱯᱷᱚᱠᱤᱨ ᱢᱚᱦᱳᱱ ᱥᱮᱱᱟᱯᱚᱛᱤ: ᱨᱮᱱᱟᱜ ᱫᱚᱦᱲᱟᱭᱮᱱ ᱛᱟᱞᱟᱨᱮᱭᱟᱜ ᱯᱷᱟᱨᱟᱠ ᱠᱚ

Content deleted Content added
No edit summary
No edit summary
ᱫᱷᱟᱹᱲ ᱑᱘:
 
 
{{^|
 
'''ଫକୀର ମୋହନ ସେନାପତି''' (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ [[ଓଡ଼ିଆ ଭାଷା|ଓଡ଼ିଆ]] ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ [[ରେବତୀ]]ର ଲେଖକ ।<ref name="ଫକୀର ମୋହ‌ନ ସେନପତି ଜୀବନୀ">{{cite web|last=Jain|first=Bhushan|title=Short biography of Fakir Mohan Senapati|url=http://www.preservearticles.com/201104225819/short-biography-of-fakir-mohan-senapati.html|accessdate=20 July 2016}}</ref>
 
ᱫᱷᱟᱹᱲ ᱔᱒:
ଏହି ସୂତ୍ରରେ ତାଙ୍କର ପରିଚୟ ହୁଏ ବାଲେଶ୍ୱରର ତତ୍କାଳୀନ କଲେକ୍ଟର ଜନ୍ ବିମ୍ସଙ୍କ ସହ । ’ସୁନା ଚିହ୍ନେ ବଣିଆ, ଗୁଣ ଚିହ୍ନେ ଗୁଣିଆ’ ପରି ବିମ୍ସ ସାହେବ ଯିଏ ନିଜେ ଜଣେ ପଣ୍ଡିତ ଥିଲେ, ଫକୀରମୋହନଙ୍କ ଅନ୍ତର୍ନିହିତ ପାଣ୍ଡିତ୍ୟକୁ ଚିହ୍ନିପାରିଥିଲେ । ଏହି କାଳରେ ବିମ୍ସ ସାହେବ ବିଭିନ୍ନ ଭାରତୀୟ ଭାଷାର ତୁଳନାତ୍ମକ ବ୍ୟାକରଣ ଉପରେ ଗୋଟିଏ ପୁସ୍ତକ ରଚନା କରୁଥିଲେ । ସେ ଫକୀରମୋହନଙ୍କଠାରୁ ଏଥିଲାଗି ଓଡ଼ିଆ ଶିକ୍ଷା କରିଥିଲେ । ଫକୀରମୋହନଙ୍କ ପାଣ୍ଡିତ୍ୟରେ ପ୍ରଭାବିତ ବିମ୍ସ ସାହେବ ତାଙ୍କୁ ନୀଳଗିରିର ଦେୱାନ ପଦ ଗ୍ରହଣ କରିବା ଲାଗି ଆଗ୍ରହ କଲେ । ଫକୀରମୋହନ ମଧ୍ୟ ଏହି ପ୍ରସ୍ତାବ ଗ୍ରହଣ କଲେ । ତାଙ୍କର ମାସିକ ଦରମା ରହିଲା ୧୦୦୦ ଟଙ୍କା । ଏହା ପରେ ସେ ଓଡ଼ିଶାର ବିଭିନ୍ନ ସ୍ଥାନମାନଙ୍କରେ ଦେୱାନ ଦାୟିତ୍ୱ ତୁଲାଇଥିଲେ । ୧୮୭୧ରୁ ୧୮୭୫ ଯାଏଁ ନୀଳଗିରିରେ, ୧୮୭୬-୭୭ ଯାଏଁ ଡମପଡାରେ, ୧୮୭୭-୮୩ ଯାଏଁ ଢେଙ୍କାନାଳରେ, ୧୮୮୪-୮୬ ଯାଏଁ ଦଶପଲ୍ଲାରେ, ୧୮୮୬-୮୭ ଯାଏଁ ପାଲଲହଡ଼ାରେ, ୧୮୮୭-୯୨ ଯାଏଁ କେଉଁଝରରେ ଓ ୧୮୮୪-୮୬ ଯାଏଁ ପୁନର୍ବାର ଡମପଡାରେ ସେ ଏହି ଦାୟିତ୍ୱ ତୁଲାଇଥିଲେ । <ref>http://orissa.gov.in/e-magazine/Orissareview/2008/feb-march-2008/engpdf/56-61.pdf</ref>
 
୧୮୯୬ରୁ ୧୯୦୫ ଯାଏଁ ସେ କଟକରେ ଅବସ୍ଥାନ କରିଥିଲେ ଓ ବିଭିନ୍ନ ସାହିତ୍ୟିକ ଅନୁଷ୍ଠାନମାନଙ୍କରେ ଅଂଶଗ୍ରହଣ କରିଥିଲେ । ଏତଦ୍ ପରେ ସେ ମୃତ୍ୟୁ ପର୍ଯ୍ୟନ୍ତ ବାଲେଶ୍ୱରରେ ଅବସ୍ଥାନ କରିଥିଲେ ।
}}